ଯିହୋଶୂୟ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳଭୂମିରେ (ସ୍ତବ୍ଧ ହୁଅ)।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)। Viz kapitolaଓଡିଆ ବାଇବେଲ12 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)। Viz kapitolaପବିତ୍ର ବାଇବଲ12 ସେହି ଦିନ ସଦାପ୍ରଭୁ ଇମୋରୀୟମାନଙ୍କୁ ଇସ୍ରାଏଲୀୟଗଣଙ୍କୁ ହସ୍ତାନ୍ତର କଲେ। ଯିହୋଶୂୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ଉପସ୍ଥିତିରେ ଆଜ୍ଞା ଦେଲେ। “ହେ ସୂର୍ଯ୍ୟ ତୁମ୍ଭେ ଗିବିୟୋନ ଉପରେ ସ୍ତବ୍ଧ ହୁଅ। ହେ ଚନ୍ଦ୍ର ତୁମ୍ଭେ ଅୟାଲୋନ୍ ଭୂମିରେ ସ୍ତବ୍ଧ ହୁଅ।” Viz kapitola |