ଯିହୋଶୂୟ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ। Viz kapitolaଓଡିଆ ବାଇବେଲ20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ। Viz kapitolaପବିତ୍ର ବାଇବଲ20 ଏହିପରି ଭାବରେ ଯିହୋଶୂୟ ଏବଂ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ହତ୍ୟାକଲେ। କିନ୍ତୁ କେତେକ ଶତ୍ରୁ ଖସିଯାଇ ସେମାନଙ୍କର ସୁଦୃଢ଼ ନଗରରେ ଲୁଚି ରହିଲେ। Viz kapitola |