ଯିହୋଶୂୟ 10:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ଼୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ। Viz kapitolaଓଡିଆ ବାଇବେଲ30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ। Viz kapitolaପବିତ୍ର ବାଇବଲ30 ସଦାପ୍ରଭୁ ସେହି ନଗରକୁ ତା'ର ରାଜା ସହିତ ଇସ୍ରାଏଲ ହସ୍ତରେ ସମର୍ପଣ କଲେ। ତେଣୁ ସେମାନେ ସହରର ସମସ୍ତ ସଜୀବ ପ୍ରାଣୀଙ୍କୁ ଖଣ୍ଡାରେ ହତ୍ୟା କଲେ, କାହାରିକୁ ଛାଡ଼ିଲେ ନାହିଁ, ସେ ଯେପରି ଯିରୀହୋ ରାଜାଙ୍କ ପ୍ରତି କରିଥିଲେ, ଏହି ରାଜାଙ୍କୁ ମଧ୍ୟ ଯିହୋଶୂୟ ସେହିପରି କଲେ। Viz kapitola |