Online Bible

- Reklamy -




ଯିହୋଶୂୟ 10:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

Viz kapitola kopírovat

ଓଡିଆ ବାଇବେଲ

34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

Viz kapitola kopírovat

ପବିତ୍ର ବାଇବଲ

34 ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲୀୟମାନେ ଲାଖୀ‌ଶ୍‌ରୁ ଇଗ୍ଲୋ‌ନ୍‌କୁ ଗଲେ। ସେଠାରେ ସେମାନେ ସେନାଛାଉଣି କରି ସହରକୁ ଆକ୍ରମଣ କଲେ।

Viz kapitola kopírovat




ଯିହୋଶୂୟ 10:34

Následuj nás:

Reklamy


Reklamy