ଯିହୋଶୂୟ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କରି ବର୍ଜିତ ରୂପେ ବିନାଶ କଲେ; ନିଃଶ୍ଵାସପ୍ରଶ୍ଵାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାତ୍ସୋରକୁ ଅଗ୍ନିରେ ଦଗ୍ଧ କଲେ। Viz kapitolaଓଡିଆ ବାଇବେଲ11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ11 ଇସ୍ରାଏଲର ସୈନ୍ୟମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। ସେମାନେ ସହରର ସମସ୍ତ ଲୋକକୁ ଧ୍ୱଂସ କଲେ। କାହାରିକୁ ଜୀବିତ ଛାଡ଼ିଲେ ନାହିଁ। ତା'ପରେ ସେମାନେ ହାତ୍ସୋର ସହରକୁ ଅଗ୍ନି ସଂଯୋଗ କଲେ। Viz kapitola |