Online Bible

- Reklamy -




ଯିହୋଶୂୟ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ନିଃଶେଷ ରୂପେ ବଧ କରିବା ଯାଏ ସେମାନେ ଖଡ଼୍‍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ଵାସପ୍ରଶ୍ଵାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

14 ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

14 ଆଉ ଇସ୍ରାଏଲର ସନ୍ତାନଗଣ ସେହିସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣଙ୍କୁ ନିଜ ନିଜ ପାଇଁ ଲୁଟ୍ କରି ନେଲେ। କିନ୍ତୁ ସେମାନେ ସମସ୍ତ ଲୋକମାନଙ୍କୁ ସେମାନଙ୍କ ଖଣ୍ତା ଦ୍ୱାରା ହତ୍ୟା କଲେ। ସେମାନେ କୌଣସି ବ୍ୟକ୍ତିକୁ ଜୀବିତ ରହିବା ପାଇଁ ଦେଲେ ନାହିଁ।

Viz kapitola kopírovat




ଯିହୋଶୂୟ 11:14

Následuj nás:

Reklamy


Reklamy