ଯିହୋଶୂୟ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି। Viz kapitolaଓଡିଆ ବାଇବେଲ1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି। Viz kapitolaପବିତ୍ର ବାଇବଲ1 ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି। Viz kapitola |