Online Bible

- Reklamy -




ଯିହୋଶୂୟ 13:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ।

Viz kapitola kopírovat

ଓଡିଆ ବାଇବେଲ

32 ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ।

Viz kapitola kopírovat

ପବିତ୍ର ବାଇବଲ

32 ମୋଶା ଏହି ଭୂମିଗୁଡ଼ିକ ଏହି ପରିବାରବର୍ଗକୁ ଦେଲେ। ଯେତେବେଳେ ଲୋକମାନେ ମୋୟାବଠାରେ ଛାଉଣି କରିଥିଲେ, ମୋଶା ଏପରି କଲେ। ଏହା ଯର୍ଦ୍ଦନ ନଦୀର ଆରପାରିର ଯିରୀହୋର ପୂର୍ବରେ ଥିଲା।

Viz kapitola kopírovat




ଯିହୋଶୂୟ 13:32

Následuj nás:

Reklamy


Reklamy