ଯିହୋଶୂୟ 13:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି। Viz kapitolaଓଡିଆ ବାଇବେଲ33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି। Viz kapitolaପବିତ୍ର ବାଇବଲ33 ମୋଶା ଲେବୀ ବଂଶଧରମାନଙ୍କୁ ଆଦୌ ଭୂମି ଦେଇ ନ ଥିଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରିଥିଲେ, ଯେ ସେ ନିଜେ ସେମାନଙ୍କର ଉତ୍ତରାଧିକାରୀ। Viz kapitola |