ଯିହୋଶୂୟ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍। Viz kapitolaଓଡିଆ ବାଇବେଲ5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ। Viz kapitolaପବିତ୍ର ବାଇବଲ5 ତୁମ୍ଭେ ଏପର୍ଯ୍ୟନ୍ତ ଗିବଲିୟମାନଙ୍କ ଦେଶକୁ ପରାସ୍ତ କରି ନାହଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବାନୋନ୍। ଏମାନଙ୍କୁ ପରାସ୍ତ କରିବ। Viz kapitola |