Online Bible

- Reklamy -

ଯିହୋଶୂୟ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

11 ମୁଁ ଆଜି ଠିକ୍ ସେହିପରି ଶକ୍ତିଶାଳୀ ଅଛି ଯେତେବେଳେ ମୋଶା ମୋତେ ପଠାଇ ଥିଲେ, ସେତେବେଳେ ମୁଁ ଯେପରି ଶକ୍ତିଶାଳୀ ଥିଲି। ମୁଁ ସେତେବେଳେ ଯେପରି ଯୋଦ୍ଧା ଥିଲି, ବର୍ତ୍ତମାନ ମଧ୍ୟ ଯୁଦ୍ଧ କରିବା ପାଇଁ ସେହିପରି ଯୋଦ୍ଧା ଅଛି।

Viz kapitola kopírovat

ଯିହୋଶୂୟ 14:11

Následuj nás:

Reklamy

Reklamy