ଯିହୋଶୂୟ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ଵରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ। Viz kapitolaଓଡିଆ ବାଇବେଲ6 ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ। Viz kapitolaପବିତ୍ର ବାଇବଲ6 ଦିନେ ଯିହୁଦା ପରିବାରବର୍ଗଠାରୁ କିଛି ଲୋକ ଗିଲ୍ଗଲ୍ରେ ଥିବା ଯିହୋଶୂୟଙ୍କ ନିକଟକୁ ଗଲେ। ସେହି ଲୋକମାନଙ୍କ ମଧ୍ୟରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀୟ ଯିଫୁନ୍ନିର ପୁତ୍ର ଥିଲା। କାଲେବ୍ ଯିହୋଶୂୟଙ୍କୁ କହିଲେ, “ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ୱର କାଦେଶ ବର୍ଣ୍ଣେୟରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସେବକ ମୋଶାଙ୍କୁ କହିଥିଲେ ଯାହା ତୁମ୍ଭ ବିଷୟରେ ଓ ମୋ’ ବିଷୟ। Viz kapitola |