ଯିହୋଶୂୟ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି। Viz kapitolaଓଡିଆ ବାଇବେଲ8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି। Viz kapitolaପବିତ୍ର ବାଇବଲ8 ମୋର ସାଙ୍ଗରେ ଅନ୍ୟ ଯେଉଁ ଲୋକମାନେ ଯାଇଥିଲେ, ସେମାନେ ଲୋକମାନଙ୍କୁ ନିରୁତ୍ସାହିତ କଲେ, ସେମାନଙ୍କ ଖବରରେ। ମୁଁ କିନ୍ତୁ ସଦାପ୍ରଭୁଙ୍କର ଅନୁଗତ ହୋଇ ରହିଲି। Viz kapitola |