ଯିହୋଶୂୟ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା। Viz kapitolaଓଡିଆ ବାଇବେଲ1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ଵସ୍ଥ ସୀନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା। Viz kapitolaପବିତ୍ର ବାଇବଲ1 ଯିହୁଦା ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ପରିବାରବର୍ଗନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସିନ୍ ମରୁଭୂମିର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତ ଭାଗରେ ଥିଲା। Viz kapitola |