ଯିହୋଶୂୟ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା। Viz kapitolaଓଡିଆ ବାଇବେଲ8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା। Viz kapitolaପବିତ୍ର ବାଇବଲ8 ସେହି ସୀମା ହିନ୍ନୋମ ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ନଗର ଆଡ଼କୁ ଗଲା, ଏହାକୁ ଯିରୁଶାଲମ କହନ୍ତି। ଏହିପରି ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଗଲା। ଏହା ରଫାୟିମ ଉପତ୍ୟକାର ଉତ୍ତର ପ୍ରାନ୍ତସ୍ଥିତ ପର୍ଯ୍ୟନ୍ତ ଥିଲା। Viz kapitola |