ଯିହୋଶୂୟ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା। Viz kapitolaଓଡିଆ ବାଇବେଲ1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା। Viz kapitolaପବିତ୍ର ବାଇବଲ1 ଏହା ପରେ ମନଃଶି ପରିବାରବର୍ଗର ଲୋକମାନେ ଭୂମିର ଅଧିକାରୀ ହେଲେ। ମନଃଶି ଥିଲେ ଯୋଷେଫଙ୍କର ପ୍ରଥମ ପୁତ୍ର। ମନଃଶିଙ୍କର ପ୍ରଥମ ପୁତ୍ର ମାଖୀର ଗିଲିୟଦର ପିତା ଥିଲା। ମାଖୀର ଥିଲେ ଜଣେ ଯୋଦ୍ଧା ସୈନିକ। ତେଣୁ ଗିଲିୟଦ ଏବଂ ବାଶନର ସମସ୍ତ ଭୂମି ତାଙ୍କୁ ଓ ତାଙ୍କର ଉତ୍ତରାଧିକାରୀମାନଙ୍କୁ ଦିଆଗଲା। Viz kapitola |