ଯିହୋଶୂୟ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର୍ ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା। Viz kapitolaଓଡିଆ ବାଇବେଲ10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା। Viz kapitolaପବିତ୍ର ବାଇବଲ10 ଦକ୍ଷିଣ ଭାଗରେ ଥିବା ଭୂମି ଇଫ୍ରୟିମମାନଙ୍କ ଅଧୀନରେ ରହିଲା। ଉତ୍ତରରେ ଥିବା ଭୂମି ମନଃଶିର ସନ୍ତାନମାନଙ୍କ ଅଧିକାରରେ ରହିଲା। ଏବଂ ଏହାର ସୀମା ଥିଲା ସମୁଦ୍ର। ଏହି ସୀମା ଉତ୍ତରରେ ଆଶେର ସୀମାକୁ ଛୁଇଁ ଥିଲା। ଏବଂ ଇଷାଖର ଭୂମି ପୂର୍ବରେ ଥିଲା। Viz kapitola |