ଯିହୋଶୂୟ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଂକୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁପ୍ରଜ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପିରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ। Viz kapitolaଓଡିଆ ବାଇବେଲ15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ। Viz kapitolaପବିତ୍ର ବାଇବଲ15 ଯିହୋଶୂୟ ସେମାନଙ୍କୁ ଉତ୍ତର ଦେଇ କହିଲେ, “ଯଦି ତୁମ୍ଭେ ବହୁତ ଲୋକ ଅଛ, ତେବେ ତୁମ୍ଭେ ପର୍ବତମୟ ବଣ ଅଞ୍ଚଳକୁ ଯାଅ। ଏବଂ ବଣ ସଫା କରି ତାକୁ ବାସପଯୋଗୀ କର। ବର୍ତ୍ତମାନ ସେ ଭୂମି ପିରିଷୀୟ ଏବଂ ରଫାୟୀୟ ଲୋକମାନଙ୍କ ଅଧୀନରେ ଅଛି। ଯଦି ଇଫ୍ରୟିମର ପାର୍ବତ୍ୟ ଅଞ୍ଚଳ ତୁମ୍ଭକୁ କମ୍ ହେଉଛି, ତେବେ ତୁମ୍ଭେ ଯାଅ ଏବଂ ସେ ଭୂମିକୁ ନିଜ ଅଧୀନକୁ ନିଅ।” Viz kapitola |