ଯିହୋଶୂୟ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକି ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ। Viz kapitolaଓଡିଆ ବାଇବେଲ9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ9 ତେଣୁ ସେହି ଲୋକମାନେ ସେ ଦେଶକୁ ଗଲେ, ଏବଂ ସେହି ଲୋକମାନେ ଦେଶରେ ସମସ୍ତ ଭାଗ ବୁଲି ଦେଖିଲେ, ଏବଂ ସେ ବିଷୟରେ ଏକ ବିବରଣୀ ଲେଖି ଯିହୋଶୂୟଙ୍କୁ ଜଣାଇଲେ। ସେମାନେ ସେଠାରେ ଥିବା ସମସ୍ତ ସହରକୁ ଚିଠା ଭିତରେ ଲେଖିଲେ ଓ ସେଗୁଡ଼ିକ ସେମାନେ ସାତ ଭାଗରେ ବିଭକ୍ତ କଲେ। ଏହା ପରେ ସେମାନେ ଶୀଲୋଠାରେ ଥିବା ଯିହୋଶୂୟ ନିକଟକୁ ଫେରି ଆସିଲେ। Viz kapitola |