ଯିହୋଶୂୟ 19:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଆଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରା; ଥିଲା। Viz kapitolaଓଡିଆ ବାଇବେଲ33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା। Viz kapitolaପବିତ୍ର ବାଇବଲ33 ସେମାନେ ଯେଉଁସବୁରୁ ଭୂମି ପାଇଥିଲେ, ସେ ସବୁର ସୀମା ଏହିପରି ଥିଲା। ଏହା ସାନନ୍ନୀମ ନିକଟସ୍ଥ ହେଲ୍ଫଠାରୁ ଆରମ୍ଭ ହେଲା। ଏହାର ସୀମା ଆଦାମୀ ଯବ୍ନିୟେଲଠାରୁ ନେକ୍ବ ମଧ୍ୟଦେଇ ଗଲା। ଏହାର ସୀମା ଲକ୍କୁମ ଓ ଯର୍ଦ୍ଦନ ନଦୀ ଶେଷଭାଗ ଯାଏ ଲାଗିଥିଲା। Viz kapitola |