ଯିହୋଶୂୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ। Viz kapitolaଓଡିଆ ବାଇବେଲ12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ। Viz kapitolaପବିତ୍ର ବାଇବଲ12 ଏଣୁ ମୁଁ ଗ୍ଭହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କର। ମୁଁ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇଅଛି। ଏଥିପାଇଁ ତୁମ୍ଭେମାନେ ମଧ୍ୟ ମୋର ପରିବାର ପାଇଁ ଦୟା ଦେଖାଇବ। ଏ ବିଷୟରେ ମୋତେ ଏକ ସତ୍ୟ ଚିହ୍ନ ଦିଅ। Viz kapitola |