ଯିହୋଶୂୟ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା। Viz kapitolaଓଡିଆ ବାଇବେଲ21 ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା। Viz kapitolaପବିତ୍ର ବାଇବଲ21 ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା'ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା'ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା। Viz kapitola |