ଯିହୋଶୂୟ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। Viz kapitolaଓଡିଆ ବାଇବେଲ23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। Viz kapitolaପବିତ୍ର ବାଇବଲ23 ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ। Viz kapitola |