Online Bible

- Reklamy -




ଯିହୋଶୂୟ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

24 ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

24 ସେମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ବାସ୍ତବରେ ଆମ୍ଭକୁ ସମସ୍ତ ଦେଶ ଦାନ କରିଛନ୍ତି। ସେହି ଦେଶରେ ସମସ୍ତ ଲୋକ ଆମ୍ଭକୁ ଭୟ କରୁଛନ୍ତି।”

Viz kapitola kopírovat




ଯିହୋଶୂୟ 2:24

Následuj nás:

Reklamy


Reklamy