ଯିହୋଶୂୟ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ଵାର ବନ୍ଦ କଲେ। Viz kapitolaଓଡିଆ ବାଇବେଲ7 ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ। Viz kapitolaପବିତ୍ର ବାଇବଲ7 ତେଣୁ ସେହି ଲୋକମାନେ ଗୁପ୍ତଚର ପଛରେ ଗୋଡ଼ାଇ ଗୋଡ଼ାଇ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ। ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ନଗରବାସୀଗଣ ନଗରଦ୍ୱାର ବନ୍ଦ କଲେ। Viz kapitola |