ଯିହୋଶୂୟ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକି ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକି ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା। Viz kapitolaଓଡିଆ ବାଇବେଲ5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକି ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା। Viz kapitolaପବିତ୍ର ବାଇବଲ5 କିନ୍ତୁ ଯେଉଁ ଲୋକମାନେ ତା’ ପଛରେ ଗୋଡ଼ାଇ ଆସିବେ ନିଶ୍ଚିତ ଭାବରେ ସେମାନେ ଆସି ଏହି ନଗରରେ ପହଞ୍ଚି ପାରନ୍ତି। ଯଦି ଏହିପରି ଘଟଣା ଘଟେ ସହରର ପ୍ରାଚୀନ ବର୍ଗମାନେ ତାହାକୁ ପ୍ରତିଶୋଧ ନେବା ପାଇଁ ଆସିଥିବା ଲୋକମାନଙ୍କୁ ହସ୍ତାନ୍ତର କରିବେ ନାହିଁ। କାରଣ ସେ ଦୁର୍ଘଟଣା ବଶତଃ ଜଣେ ବ୍ୟକ୍ତିକୁ ହତ୍ୟା କରିଥିଲା। ସେ ରାଗି କରି କିମ୍ବା ଦ୍ୱେଷରେ ବା ଇଚ୍ଛାକରି ତାକୁ ହତ୍ୟା କରି ନ ଥିଲା। ଏହା ଦୁର୍ଘଟଣା ବଶତଃ ହୋଇଥିଲା। Viz kapitola |