ଯିହୋଶୂୟ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ତଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ। Viz kapitolaଓଡିଆ ବାଇବେଲ6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ। Viz kapitolaପବିତ୍ର ବାଇବଲ6 ସେହି ଲୋକଟି ସେଠାରେ ସେହି ପର୍ଯ୍ୟନ୍ତ ରହିବ ଯେପର୍ଯ୍ୟନ୍ତ ସେ ବିଗ୍ଭରକ ମଣ୍ଡଳୀ ସାକ୍ଷାତରେ ଠିଆ ହୋଇଥିବେ। ପୁଣି ସେହି ସମୟରେ ମହାଯାଜକର ମୃତ୍ୟୁ ହେବାଯାଏ, ସେ ସେହି ନଗରରେ ବାସ କରିବ। ଏହା ପରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ନିଜର ସେହି ନଗରକୁ ଓ ନିଜ ଗୃହକୁ ଫେରିଯିବ।” Viz kapitola |