ଯିହୋଶୂୟ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ। Viz kapitolaଓଡିଆ ବାଇବେଲ2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।” Viz kapitolaପବିତ୍ର ବାଇବଲ2 ଏହା ଏପରି ହେଲା କିଣାନ ଦେଶସ୍ଥ ଶୀଲୋ ନଗରରେ ଲେବୀୟର ଶାସକଗଣ ତାହାଙ୍କୁ କହିଲେ, “ସଦାପ୍ରଭୁ ମୋଶାଙ୍କୁ ଆଦେଶ ଦେଇଛନ୍ତି। ସେ ଏହିପରି ଆଦେଶ ଦେଇଛନ୍ତି ଯେ, ତୁମ୍ଭେ ଆମ୍ଭକୁ ରହିବା ପାଇଁ ଏକ ସହର ଦିଅ। ଏବଂ ସେ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯେ, ତୁମ୍ଭେ ଆମ୍ଭକୁ ଭୂମି ଦେବ, ଯେଉଁଠାରେ ଆମ୍ଭର ପଶୁମାନେ ଚରାବୁଲା କରି ପାରିବେ।” Viz kapitola |