Online Bible

- Reklamy -




ଯିହୋଶୂୟ 21:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।

Viz kapitola kopírovat

ଓଡିଆ ବାଇବେଲ

40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ

40 ଏହିପରି ଭାବରେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ମରାରି ସନ୍ତାନଗଣର ନିଜ ନିଜ ବଂଶ ଅନୁସାରେ ସେମାନେ ବାରଟି ନଗର ପାଇଲେ।

Viz kapitola kopírovat




ଯିହୋଶୂୟ 21:40

Následuj nás:

Reklamy


Reklamy