ଯିହୋଶୂୟ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼। Viz kapitolaଓଡିଆ ବାଇବେଲ10 ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼। Viz kapitolaପବିତ୍ର ବାଇବଲ10 ରୁବେନ୍, ଗାଦ୍ ଏବଂ ମନଃଶିର ପରିବାର ଲୋକମାନେ ଗିଲିୟଦକୁ ଫେରିଗଲେ। ସେ ସ୍ଥାନଟି ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ କିଣାନୀୟ ଦେଶ ଅନ୍ତର୍ଗତ ଥିଲା। ସେହି ସ୍ଥାନରେ ସେମାନେ ଏକ ସୁନ୍ଦର ଯଜ୍ଞବେଦି ସ୍ଥାପନ କଲେ। Viz kapitola |