ଯିହୋଶୂୟ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ-ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ଵରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ11 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ11 କିନ୍ତୁ ଇସ୍ରାଏଲର ଅବଶିଷ୍ଟ ଲୋକ ଯେଉଁମାନେ କି ତଥାପି ଶିଲୋରେ ରହିଥିଲେ। ସେମାନେ ସେ ଯଜ୍ଞବେଦି କଥା ଶୁଣିବାକୁ ପାଇଲେ ଯେ, ଏହି ବଂଶଧରମାନେ ତାକୁ ନିର୍ମାଣ କରିଛନ୍ତି ବୋଲି। ସେମାନେ ମଧ୍ୟ ଏହି ଯଜ୍ଞବେଦିଟି କିଣାନୀୟ ଦେଶର ସୀମା ଅନ୍ତର୍ଗତ ଗିଲିୟଦଠାରେ କରାଯାଇଛି, ଶୁଣିବାକୁ ପାଇଲେ। ଏହା ଯର୍ଦ୍ଦନ ପାଖସ୍ଥ ଇସ୍ରାଏଲ ସନ୍ତାନଗଣଙ୍କ ଅଧିକୃତ ପାର୍ଶ୍ୱରେ ଥିଲା। Viz kapitola |