ଯିହୋଶୂୟ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ତଳୀ ଶୀଲୋରେ ଏକତ୍ରିତ ହେଲେ। Viz kapitolaଓଡିଆ ବାଇବେଲ12 ତହୁଁ ଇସ୍ରାଏଲ ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ। Viz kapitolaପବିତ୍ର ବାଇବଲ12 ସମସ୍ତ ଇସ୍ରାଏଲ ପରିବାରବର୍ଗଗଣ ସେହି ତିନି ବଂଶ ଉପରେ ରାଗିଲେ। ଯୁଦ୍ଧ କରିବା ପାଇଁ ନିଷ୍ପତ୍ତି କଲେ। ସେମାନେ ଯୁଦ୍ଧକୁ ଯିବା ପାଇଁ ଶିଲୋଠାରେ ଏକତ୍ରିତ ହେଲେ। Viz kapitola |