ଯିହୋଶୂୟ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍କୁ Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ଇସ୍ରାଏଲ-ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସକୁ Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍ ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍କୁ Viz kapitolaପବିତ୍ର ବାଇବଲ13 ଏଣୁ ଇସ୍ରାଏଲର ଲୋକମାନେ କିଛି ଲୋକଙ୍କୁ ରୁବେନ୍, ଗାଦ୍ ଏବଂ ମନଃଶି ବଂଶର ଲୋକମାନଙ୍କ ସହିତ କଥାବାର୍ତ୍ତା କରିବାକୁ ପଠାଇଲେ। ସେମାନଙ୍କର ନେତୃତ୍ୱ ପୀନହସ୍ ନେଇଗଲେ, ଯେ କି ଥିଲେ ଇଲିୟାସର ଯାଜକର ପୁତ୍ର। Viz kapitola |