ଯିହୋଶୂୟ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କ୍ରୋଧ କରିବେ। Viz kapitolaଓଡିଆ ବାଇବେଲ18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ। Viz kapitolaପବିତ୍ର ବାଇବଲ18 ବର୍ତ୍ତମାନ ତୁମ୍ଭେମାନେ ଠିକ୍ ସେହି ପାପ କରୁଛ! ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧାଚରଣ କଲ। ତୁମ୍ଭେମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେମାନେ ଏପରି ବ୍ୟବହାର କାହିଁକି ଦେଖାଉଛ? ଏଥିପାଇଁ ସଦାପ୍ରଭୁ ସମଗ୍ର ଇସ୍ରାଏଲ ସନ୍ତାନଗଣଙ୍କ ଉପରେ କ୍ରୋଧିତ ହେବେ। Viz kapitola |