ଯିହୋଶୂୟ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞା ପାଳନ କରିଅଛ। Viz kapitolaଓଡିଆ ବାଇବେଲ3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ। Viz kapitolaପବିତ୍ର ବାଇବଲ3 ଏବଂ ସବୁ ସମୟରେ ତୁମ୍ଭେମାନେ ଇସ୍ରାଏଲବାସୀଙ୍କୁ ସହଯୋଗ କରିଅଛ। ତୁମ୍ଭେମାନେ ତୁମ୍ଭମାନଙ୍କ ସଦାପ୍ରଭୁଙ୍କର ବାକ୍ୟକୁ ଠିକ୍ ଭାବରେ, ଅତି ସତର୍କତାର ସହକାରେ ପାଳନ କରିଛ ଏବଂ ତୁମ୍ଭେମାନେ ଏହି ଆଜ୍ଞା ପାଳନ କଲ। Viz kapitola |