ଯିହୋଶୂୟ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)12 ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ଵନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି; Viz kapitolaଓଡିଆ ବାଇବେଲ12 ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି; Viz kapitolaପବିତ୍ର ବାଇବଲ12 “କଦାପି ସଦାପ୍ରଭୁଙ୍କ ଉପଦେଶରୁ ବିଚ୍ୟୁତ ହୁଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧୁ ହୁଅ ନାହିଁ। ଯେଉଁମାନେ କି ଇସ୍ରାଏଲଙ୍କର ଅଂଶ ନୁହନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କର ନାହିଁ। ଇସ୍ରାଏଲ ନୁହନ୍ତି କିନ୍ତୁ ଯଦି ତୁମ୍ଭେ ସେମାନଙ୍କର ବନ୍ଧୁ ହୁଅ। Viz kapitola |