ଯିହୋଶୂୟ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ। Viz kapitolaଓଡିଆ ବାଇବେଲ15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ। Viz kapitolaପବିତ୍ର ବାଇବଲ15 ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ସେହିପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ୟ ହେବାକୁ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭୁଲ୍ କର, ତେବେ ତୁମ୍ଭ ପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦେଇଥିବା ଉତ୍ତମ ଦେଶରୁ ତୁମ୍ଭକୁ ଦୂରକୁ ନେଇଯିବେ। Viz kapitola |