ଯିହୋଶୂୟ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି। Viz kapitolaଓଡିଆ ବାଇବେଲ4 ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି। Viz kapitolaପବିତ୍ର ବାଇବଲ4 ମୋର ମନେ ଅଛି, ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ମଧ୍ୟବର୍ତ୍ତୀ ଓ ପଶ୍ଚିମ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଭୂମି ତୁମ୍ଭମାନଙ୍କର ଅଧିକାର ପାଇଁ ଦେଇଅଛି। ଅଧିକୃତ ହୋଇ ନ ଥିବା ଦେଶ ତୁମ୍ଭ ଦ୍ୱାରା ଅଧିକୃତ ହେବ। କିନ୍ତୁ ତୁମ୍ଭେମାନେ ସେଗୁଡ଼ିକ ଏ ପର୍ଯ୍ୟନ୍ତ ନିଜ ଅଧୀନକୁ ଆଣି ପାରି ନାହିଁ। Viz kapitola |