ଯିହୋଶୂୟ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ। Viz kapitolaଓଡିଆ ବାଇବେଲ5 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ। Viz kapitolaପବିତ୍ର ବାଇବଲ5 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେଠାରେ ବାସ କରିଥିବା ଲୋକମାନଙ୍କୁ ଘଉଡ଼ାଇ ଦେବେ! ଯାହାଫଳରେ ତୁମ୍ଭେମାନେ ସେମାନଙ୍କର ଦେଶକୁ ନେଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି। Viz kapitola |