ଯିହୋଶୂୟ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ। Viz kapitolaଓଡିଆ ବାଇବେଲ9 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ। Viz kapitolaପବିତ୍ର ବାଇବଲ9 “ସଦାପ୍ରଭୁ ତୁମ୍ଭମାନଙ୍କୁ ବହୁତ ଶକ୍ତିଶାଳୀ ଦେଶମାନଙ୍କୁ ପରାସ୍ତ କରିବା ପାଇଁ ସାହାଯ୍ୟ କଲେ। ସଦାପ୍ରଭୁ ସେମାନଙ୍କୁ ବିତାଡ଼ିତ କରି ଦେଲେ। କୌଣସି ଦେଶ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କୁ ପରାସ୍ତ କରିବାକୁ ସମର୍ଥ ହୋଇ ନାହିଁ। Viz kapitola |