ଯିହୋଶୂୟ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ1 ଯିହୋଶୂୟ ଇସ୍ରାଏଲ ବଂଶଗଣକୁ ଶିଖିମଠାରେ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ସମସ୍ତ ପ୍ରାଚୀନବର୍ଗ, ସେମାନଙ୍କର ପ୍ରାଚୀନମାନଙ୍କୁ ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କୁ ଏବଂ ସମସ୍ତ ଅଧ୍ୟକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ କରାଇଲେ। Viz kapitola |