ଯିହୋଶୂୟ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ ତୁମ୍ଭର ଖଡ଼୍ଗ କି ତୁମ୍ଭର ଧନୁ ଦ୍ଵାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟ-ମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା। Viz kapitolaଓଡିଆ ବାଇବେଲ12 ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା। Viz kapitolaପବିତ୍ର ବାଇବଲ12 ଯେତେବେଳେ ତୁମ୍ଭର ସୈନ୍ୟମାନେ ଆଗେଇ ଗ୍ଭଲିଲେ, ମୁଁ ସେମାନଙ୍କ ଆଗେ ଆଗେ ବିରୁଡ଼ି ମାନଙ୍କୁ ପଠାଇଲି। ସେହି ବିରୁଡ଼ିମାନେ ସେମାନଙ୍କୁ ସେଠାରୁ ତଡ଼ି ଦେଲେ ଓ ସେହି ଦୁଇଜଣ ଇମୋରୀୟ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ତଡ଼ି ଦେଲେ। ଯେପରିକି ତୁମ୍ଭର ଖଣ୍ତା କିମ୍ବା ଧନୁର ବ୍ୟବହାର ନ କରି ତୁମ୍ଭେମାନେ ଜିତିଗଲ ଓ ସେମାନଙ୍କର ଦେଶକୁ ଅଧିକାର କଲ। Viz kapitola |