ଯିହୋଶୂୟ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। Viz kapitolaଓଡିଆ ବାଇବେଲ17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। Viz kapitolaପବିତ୍ର ବାଇବଲ17 ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅଦ୍ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି। Viz kapitola |