ଯିହୋଶୂୟ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ। Viz kapitolaଓଡିଆ ବାଇବେଲ20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।” Viz kapitolaପବିତ୍ର ବାଇବଲ20 ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।” Viz kapitola |