Online Bible

- Reklamy -




ଯିହୋଶୂୟ 24:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କୁ ଅସ୍ଵୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।

Viz kapitola kopírovat

ଓଡିଆ ବାଇବେଲ

27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”

Viz kapitola kopírovat

ପବିତ୍ର ବାଇବଲ

27 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରତ୍ୟେକ କଥାକୁ ଏହା ଶୁଣି ଅଛି। ତେଣୁ ଏହା ସାକ୍ଷୀ ହୋଇ ଠିଆ ହେବ, ଯାହା ଫଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବିରୁଦ୍ଧରେ ଯାଅ ନାହିଁ।”

Viz kapitola kopírovat




ଯିହୋଶୂୟ 24:27

Následuj nás:

Reklamy


Reklamy