ଯିହୋଶୂୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ। Viz kapitolaଓଡିଆ ବାଇବେଲ4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ। Viz kapitolaପବିତ୍ର ବାଇବଲ4 କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସେମାନଙ୍କର ଅଧିକ ନିକଟବର୍ତ୍ତୀ ହେବ ନାହିଁ। ତାଙ୍କ ପଛରେ 2,000 ହାତ ପର୍ଯ୍ୟନ୍ତ ତୁମ୍ଭ ଓ ନିୟମ-ସିନ୍ଦୁକ ମଧ୍ୟରେ ବ୍ୟବଧାନରେ ରହିବ। ତୁମ୍ଭେ ଏ ବାଟ ଦେଇ ଆଗରୁ ଯାଇ ନାହଁ। କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଅନୁସରଣ କର, ତେବେ ତୁମ୍ଭେମାନେ ଜାଣି ପାରିବ ଯେ, ତୁମ୍ଭେମାନେ କେଉଁ ରାସ୍ତାରେ ଯିବା ଉଚିତ୍।” Viz kapitola |