ଯିହୋଶୂୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ। Viz kapitolaପବିତ୍ର ବାଇବଲ5 ତା'ପରେ ଯିହୋଶୂୟ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜକୁ ପବିତ୍ର କର। ଆସନ୍ତା କାଲି ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବେ।” Viz kapitola |