ଯିହୋଶୂୟ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ। Viz kapitolaଓଡିଆ ବାଇବେଲ7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ। Viz kapitolaପବିତ୍ର ବାଇବଲ7 ତା'ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ମୁଁ ତୁମ୍ଭକୁ ସମୁଦାୟ ଇସ୍ରାଏଲ ସମ୍ମୁଖରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥିରେ ଲୋକମାନେ ଜାଣିବେ ଯେ ମୁଁ ଯେପରି ମୋଶାଙ୍କ ସହିତ ଥିଲି, ତୁମ୍ଭ ସହିତ ସେହିପରି ଅଛି। Viz kapitola |