ଯିହୋଶୂୟ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ। Viz kapitolaଓଡିଆ ବାଇବେଲ8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ। Viz kapitolaପବିତ୍ର ବାଇବଲ8 ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’” Viz kapitola |