ଯିହୋଶୂୟ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ। Viz kapitolaଓଡିଆ ବାଇବେଲ9 ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ। Viz kapitolaପବିତ୍ର ବାଇବଲ9 ତା'ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ। Viz kapitola |